୨୦୨୧ ଅକ୍ଟୋବର ୩୧ ସୁଦ୍ଧା ହାଇକୋର୍ଟରେ ବିଚାର ନହୋଇ ପଡ଼ିରହିଛି ୧ ଲକ୍ଷ ୮୭ ହଜାର ୨୮ଟି ମାମଲା | ଜିଲ୍ଲା କୋର୍ଟରେ ପଡ଼ି ରହିଛି ୧୭ ଲକ୍ଷ ୬୮ ହଜାର ୭୦୪ ମାମଲା | ଗତ ୩ ବର୍ଷରେ ୮ ଲକ୍ଷ ୯୫ ହଜାର ୪୧୨ଟି ମାମଲା ଫଇସଲା ହୋଇଛି : ବିଧାନସଭାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଉତ୍ତର

Leave a Reply

Your email address will not be published. Required fields are marked *