Fast News ବିଧାନସଭାରୁ କଂଗ୍ରେସର ୧୨ ଜଣ ବିଧାୟକ ନିଲମ୍ବିତ। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ କାର୍ଯ୍ୟାନୁଷ୍ଠାନ। ବିଧାୟକଙ୍କ ନିଲମ୍ବନ ପାଇଁ ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ। March 25, 2025March 25, 2025 Jayaprada samantaray 0 Comments ବିଧାନସଭାରୁ କଂଗ୍ରେସର ୧୨ ଜଣ ବିଧାୟକ ନିଲମ୍ବିତ। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ କାର୍ଯ୍ୟାନୁଷ୍ଠାନ। ବିଧାୟକଙ୍କ ନିଲମ୍ବନ ପାଇଁ ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ।