ଭୁବନେଶ୍ୱର ସହିଦନଗରସ୍ଥିତ ‘ନିମନ୍ତ୍ରଣ’ ରେଷ୍ଟୁରାଣ୍ଟରେ ଘୋଟାଲା । ବନ୍ଧାହେଲେ ଓଟିଡିସି ମ୍ୟାନେଜର ଓ ଠିକା କର୍ମଚାରୀ । ୬ ମାସରେ ୧୭ ଲକ୍ଷ ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଚଳୁ କରିଥିବା ଅଭିଯୋଗ । ଶେଷରେ ସହିଦନଗର ଥାନା ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ।

Leave a Reply

Your email address will not be published. Required fields are marked *