ଲଘୁଚାପ ପ୍ରଭାବରେ ରାଜ୍ୟରେ ୨ ଦିନ ପ୍ରବଳ ବର୍ଷିବ

ଆଗାମୀ ୧୨ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପରବର୍ତ୍ତୀ ୨୪ଘଣ୍ଟା ଆହୁରି ଘନୀଭୁତ ହେବାର ସମ୍ଭାବନା । ୧୪ ତାରିଖରେ ନେଇପାରେ ଅବପାତର ରୂପ । ଲଘୁଚାପ ପ୍ରଭାବରେ ରାଜ୍ୟରେ ୨ ଦିନ ପ୍ରବଳ ବର୍ଷିବ ।

ଆଜି ଉପକୂଳ ଓ ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା।

Leave a Reply

Your email address will not be published. Required fields are marked *