ବାବା ବିଦ୍ୟାଧର ଉଚ୍ଚ ବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂସଦ ତରଫରୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ

ବାଲିକୁଦା/ଜଗତସିଂହପୁର:ତା.୦୧.୧‍୧.୨୦୨୧:ଗତକାଲି ତା.୩୧.୧୦.୨୦୨୧ରେ ବାଲିକୁଦା ବ୍ଲକ ରାହାଣସ୍ଥ ବାବା ବିଦ୍ୟାଧର ଉଚ୍ଚ ବିଦ୍ୟାଳୟର ପୂରାତନ ଛାତ୍ରଛାତ୍ରୀ ସଂସଦ ତରଫରୁ ବିଦ୍ୟାଳୟ ପ୍ରାଙ୍ଗଣରେ ଏକ ବିଦାୟ କାଳିନ ସମ୍ବର୍ଦ୍ଧନା ସଭା

Read more