ରାଜ୍ୟରେ ବିଭିନ୍ନ ଶିକ୍ଷାନୁଷ୍ଠାନରେ ନକଲି ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇ ଆଡ଼ମିସନ ପ୍ରସଙ୍ଗ ; ଯାଞ୍ଚ ପାଇଁ ନିର୍ଦେଶ ଦେଲା ଉଚ୍ଚଶିକ୍ଷା ବିଭାଗ
ଭୁବନେଶ୍ବର : ରାଜ୍ୟରେ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଦିବ୍ୟାଙ୍ଗ ପ୍ରମାଣପତ୍ର(ସାର୍ଟିଫକଟ୍) ଦେଇ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କର କାଗଜପତ୍ର ଯାଞ୍ଚ କରାଯିବ। ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟରେ ନକଲି ଦିବ୍ୟାଙ୍ଗ ସାର୍ଟିଫିକେଟ୍
Read more