ବରିଷ୍ଠ ରାଜନେତା ତଥା ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକଙ୍କ ୯୨ ବର୍ଷ ବୟସରେ ପରଲୋକ | ଭୁବନେଶ୍ୱରର ଗୋଟିଏ ଘରୋଇ ହସ୍ପିଟାଲରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି | ଭୁବନେଶ୍ବରରୁ ୩ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ ଶିବାଜୀ ପଟ୍ଟନାୟକ |
ବରିଷ୍ଠ ରାଜନେତା ତଥା ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକଙ୍କ ୯୧ ବର୍ଷ ବୟସରେ ପରଲୋକ | ଭୁବନେଶ୍ୱରର ଗୋଟିଏ ଘରୋଇ ହସ୍ପିଟାଲରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି
Read more