ପିଏଫଆଇକୁ ବେଆଇନ ସଂଗଠନ ଭାବେ ୫ ବର୍ଷ ପାଇଁ ବ୍ୟାନ କଲା ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ : ଏକାଧିକ ସ୍ଥାନରେ ରେଡ ସହ ଶତାଧିକ ସଦସ୍ୟ ଗିରଫ ପରେ ବଡ଼ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ: ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ(ପିଏଫଆଇ) ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର। ଆତଙ୍କବାଦୀ କାର୍ଯ୍ୟକଳାପ ସନ୍ଦେହରେ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ପିଏଫଆଇର ସଦସ୍ୟଙ୍କ
Read more