ସୁପ୍ରିମକୋର୍ଟର ୫୦ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ: ଶପଥ ନେଲେ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼ । ଦେଶର ୫୦ ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼

Read more