ତେଲକୋଇ: ୪୯ନଂ ଜାତୀୟ ରାଜପଥରେ ଓଲଟିଲା ବସ୍ । କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଥାନା ଅନ୍ତର୍ଗତ କୁଆଁର ଗାଁ ନିକଟରେ ବସ୍ ଦୁର୍ଘଟଣା । ଦୁର୍ଘଟଣାରେ ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଥିବା ସୂଚନା । ବସରେ ଥିଲେ ୫୦ରୁ ଉର୍ଦ୍ଧ୍ବ ଯାତ୍ରୀ । ସମ୍ମୁଖରୁ ହଠାତ୍ ଏକ ସାଇକେଲ ଆରୋହୀ ମାଡ଼ି ଆସିବାରୁ ଚାଳକ ଷ୍ଟିୟରିଙ୍ଗ ମୋଡି ଦେବାରୁ ରାସ୍ତାକଡ଼ରେ ବସଟି ଓଲଟିପଡ଼ିଥିଲା । ଘଟଣାସ୍ଥଳରେ କାଞ୍ଜିପାଣି ପୁଲିସର ତଦନ୍ତ ଜାରି।

ତେଲକୋଇ: ୪୯ନଂ ଜାତୀୟ ରାଜପଥରେ ଓଲଟିଲା ବସ୍ । କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଥାନା ଅନ୍ତର୍ଗତ କୁଆଁର ଗାଁ ନିକଟରେ ବସ୍ ଦୁର୍ଘଟଣା । ଦୁର୍ଘଟଣାରେ ୧୦ରୁ

Read more

ରାଜ୍ୟରେ ବଢିଚାଲିଛି ଜାଲ୍‌ ନୋଟ୍‌ କାରବାର

ଭୁବନେଶ୍ବର : ଗତ ୪ମାସ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଅଧ କୋଟିଏରୁ ଉର୍ଦ୍ଧ ଟଙ୍କାର ଜାଲ୍‌ ନୋଟ୍‌ ଜବତ ହୋଇସାରିଲାଣି। ଯାହାକି ରାଜ୍ୟର ଜାଲ୍‌ ନୋଟ୍‌

Read more

ବଙ୍ଗୋପସାଗରରେ ଭୂକମ୍ପ ଝଟକା, ଆଜି ସକାଳ ୮ଟା ୩୨ରେ ଭୂକମ୍ପ ଅନୁଭୂତ ସୂଚନା, ୫.୧ ତୀବ୍ରତାର ଝଟକା ହୋଇଥିବା ନେଇ NCSର ସୂଚନା

ବଙ୍ଗୋପସାଗରରେ ଭୂକମ୍ପ ଝଟକା, ଆଜି ସକାଳ ୮ଟା ୩୨ରେ ଭୂକମ୍ପ ଅନୁଭୂତ ସୂଚନା, ୫.୧ ତୀବ୍ରତାର ଝଟକା ହୋଇଥିବା ନେଇ NCSର ସୂଚନା

Read more