କଟକ-ଚାନ୍ଦବାଲି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୩ଜଣଙ୍କର ମୃତ୍ୟୁ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ସଦର୍ ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାସ୍ତାର ଦୁହୁରିଆ ଜମଧର ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।

Read more