ଜାନୁଆରି ୬ରୁ ୨୦ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଖୋଲାରହିବ ରାଜଭବନ ଉଦ୍ୟାନ

ଭୁବନେଶ୍ବର: ଜାନୁଆରି ୬ରୁ ୨୦ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଖୋଲାରହିବ ରାଜଭବନ ଉଦ୍ୟାନ। ଛୁଟିଦିନ ଓ ରବିବାର ସମେତ ପ୍ରତ୍ୟେକଦିନ ଅପରାହ୍‌ଣ ୨ଟାରୁ ୫ଟା ପର୍ଯ୍ୟନ୍ତ

Read more