ଦିଗପହଣ୍ଡି ବସ ଦୁର୍ଘଟଣାରେ ଆସିଲା ଚାଞ୍ଚଲ୍ୟକର ତଥ୍ୟ : ଫିଟ୍ନେସ୍ ନଥିଲା, ରାତିରେ ଚଳାଚଳ ପାଇଁ ପରମିଟ୍ ନଥିଲା କି ବୀମା ନଥିଲା
ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଖେମୁଣ୍ଡି କଲେଜ ନିକଟରେ ଘଟିଥିବା ବସ୍ ଦୁର୍ଘଟଣାକୁ ନେଇ ଆସିଛି ଚାଞ୍ଚଲ୍ୟକର ତଥ୍ୟ। ଦୁର୍ଘଟଣାଗ୍ରସ୍ତ ଦୁଇଟି ବସ୍ ମଧ୍ୟରୁ ଘରୋଇ ବସ୍ଟିକୁ
Read more