ଆମେରିକାର ମାସାଚ୍ୟୁଟସ ଠାରେ ନୀଳାଦ୍ରି ବିଜେ ଉତ୍ସବ ଆୟୋଜନ

ବୋଷ୍ଟନ : ଆମେରିକାର ମାସାଚ୍ୟୁଟସଠାରେ ଶ୍ରୀ ଜଗନ୍ନାଥଙ୍କର ତୃତୀୟ ବାର୍ଷିକ ରଥଯାତ୍ରା ଉତ୍ସବ,ବାହୁଡା଼ ଯାତ୍ରା, ସୁନାବେଶ ଏବଂ ନୀଳାଦ୍ରି ବିଜେ ଆଦି ପର୍ବ ମହାସମାରୋହରେ ପାଳନ କରାଯାଇଛି।

Read more