୨୫ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

୨୫ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ | ସୋନପୁରରେ ଜନ ସମାବେଶକୁ ସମ୍ବୋଧନ କରିବେ | BJP ବରିଷ୍ଠ ନେତା ଗୋଲକ ମହାପାତ୍ରଙ୍କ ସୂଚନା

Read more

ରାଜସ୍ଥାନର ଝାଲାୱାଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ଭ୍ୟାନ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ୯ ଜଣଙ୍କ ମୃତ୍ୟୁ

ରାଜସ୍ଥାନର ଝାଲାୱାଡ଼ରେ ଶନିବାର ବିଳମ୍ବିତ ରାତିରେ ଏକ ଭ୍ୟାନ୍ ଓ ଟ୍ରକ୍ ମଧ୍ୟରେ ଧକ୍କା ହେବାରୁ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ

Read more