ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ

ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। କାଲିଠୁ ବିଜେପିର ବିଧିବଦ୍ଧ ଭାବେ ପ୍ରଚାର ବିଗୁଲ ଫୁଙ୍ଖିବେ। ଅପରାହ୍ଣ ସାଢ଼େ ୩ଟାରେ ଝାରସୁଗୁଡ଼ା ବିମାନବନ୍ଦରରେ

Read more