ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ଭୁବନେଶ୍ବର/ ସିଙ୍ଗାପୁର : ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ପୁରସ୍କାର ମହୋତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି।ଓଡ଼ିଆ ସମାଜ ସିଙ୍ଗାପୁର(ଓ.ଏସ.ଏସ) ର ସହଯୋଗରେ ଆର.ଆର.ଇଭେଣ୍ଟସ ସିନେ ପ୍ରଡକ୍ସନ୍ସ

Read more