- ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ୬ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ, ହସ୍ପିଟାଲ ୨୪ ଘଣ୍ଟା ପାଇଁ ବନ୍ଦ, ମେଡିକାଲ ଅଫିସର ନମିତା ପଣ୍ଡା ଦେଇଛନ୍ତି ସୂଚନା |
- ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ନିର୍ବାଚନ ଅଧିକାରୀମାନେ ପଞ୍ଚାୟତ ଅଫିସରେ ସରପଞ୍ଚ, ସମିତି ସଭ୍ୟ ପାଇଁ ବିଜ୍ଞପ୍ତି ପ୍ରକାଶ, ଜିଲ୍ଲା ଓ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ସଭ୍ୟ ପାଇଁ ବିଜ୍ଞପ୍ତି ପ୍ରକାଶ |