BMC କାର୍ଯ୍ୟାଳୟରେ ୨୨ କରୋନା ଆକ୍ରାନ୍ତ ଚିହ୍ନଟ ; ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା

BMC କାର୍ଯ୍ୟାଳୟର ୨୨ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି । କାଲି ଟେଷ୍ଟ କରାଯାଇଥବା ନମୁନାରୁ ୨୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ଦିଆଯାଇଛି । ଅନ୍ୟ ସବୁ କର୍ମଚାରୀଙ୍କର ନମୁନା ପରୀକ୍ଷା କରାଯିବ ବୋଲି ମଧ୍ୟ କୁହାଯାଉଛି । BMC କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି ।

Leave a Reply

Your email address will not be published. Required fields are marked *