ନୂଆପଡ଼ାରେ ଭାଲୁ ଆକ୍ରମଣରେ ୩ ମୃତ, ୨ ଗୁରୁତର

ନୂଆପଡ଼ା: ଭାଲୁ ଆକ୍ରମଣରେ ୩ ମୃତ, ୨ ଗୁରୁତର । ଲଖ୍‌ନା ଥାନା ସମରସିଂ ଗାଁ ନିକଟ ଜଙ୍ଗଲରେ ସକାଳେ କାମ ପାଇଁ ଯାଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ସୂଚନା | ଏମାନଙ୍କୁ ଖୋଜିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଆଉ ୨ ଜଣ ଗୁରୁତର | ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣରେ ଭାଲୁର ମୃତ୍ୟୁ ହୋଇଥିବା ସୂଚନା

Leave a Reply

Your email address will not be published. Required fields are marked *