ସମ୍ବଲପୁରୀ ଦିନ୍‌ରେ ସମ୍ବଲପୁରୀ ବସ୍ତ୍ର ପରିଧାନ କଲେ ୩ କେନ୍ଦ୍ରମନ୍ତ୍ରୀଙ୍କ ସମେତ BJP ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା |

ସମ୍ବଲପୁରୀ ଦିନ୍‌ରେ ସମ୍ବଲପୁରୀ ବସ୍ତ୍ର ପରିଧାନ କଲେ ୩ କେନ୍ଦ୍ରମନ୍ତ୍ରୀଙ୍କ ସମେତ BJP ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ଼ଃ.ଏସ ଜୟଶଙ୍କର, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପିନ୍ଧିଲେ ସମ୍ବଲପୁରୀ ଇକ୍‌ତା ଶାଢ଼ୀ |

Leave a Reply

Your email address will not be published. Required fields are marked *