୩୫ ଲକ୍ଷ ଚାଷୀଙ୍କୁ ମିଳିଲା ଦ୍ୱିତୀୟ ପର୍ଯ୍ୟାୟ ସୁଧ ରିହାତି । ସୁଧ ରିହାତି ବିତରଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪୪୧. ୮୨ କୋଟି ଟଙ୍କା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ । ପ୍ରଥମ ପର୍ଯ୍ୟାୟରେ ୪୧୫ କୋଟି ୧୭ ଲକ୍ଷ ଦିଆଯାଇଥିଲା ।

Leave a Reply

Your email address will not be published. Required fields are marked *