ରାଜ୍ୟରେ ଖୋଲିବ ୩୬ ନୂଆଥାନା : ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ପରିଚାଳନା ନିମନ୍ତେ ୫୬୩ ନୂଆ ପଦବୀ ସୃଷ୍ଟି | ବର୍ଦ୍ଧିତ ଜନସଂଖ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ୩୬ ନୂଆ ଥାନା ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ |

Leave a Reply

Your email address will not be published. Required fields are marked *