ମଧ୍ୟପ୍ରଦେଶରେ ବାୟୁସେନାର ମିରାଜ ବିମାନ ଦୁର୍ଘଟଣାଗ୍ରସ୍ତ

ଗୁରୁବାର ମଧ୍ୟପ୍ରଦେଶର ଶିବପୁରୀରେ ଭାରତୀୟ ବାୟୁସେନାର ମିରାଜ ୨୦୦୦ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଘଟଣାରେ ଲଢୁଆ ବିମାନର ଉଭୟ ପାଇଲଟ ଆହତ ହୋଇଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *