News ପୁରୀ ଶ୍ରୀମନ୍ଦିରରେ କାଲି ୫ ଘଣ୍ଟା ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ | ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଦର୍ଶନ ବନ୍ଦ | ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ଦର୍ଶନ ବନ୍ଦ | ନୀତି ପାଇଁ ୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି | February 18, 2025February 18, 2025 Jayaprada samantaray 0 Comments ପୁରୀ ଶ୍ରୀମନ୍ଦିରରେ କାଲି ୫ ଘଣ୍ଟା ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ | ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଦର୍ଶନ ବନ୍ଦ | ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ଦର୍ଶନ ବନ୍ଦ | ନୀତି ପାଇଁ ୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି |