Fast News ଆସନ୍ତା ୯ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା, ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି November 5, 2021November 5, 2021 S pani 0 Comments