- ଫେବ୍ରୁଆରୀ ୧୦ ତାରିଖରେ ପ୍ରାଥମିକ ଭୋଟର ତାଲିକା ପ୍ରକାଶ | ୧୧ରୁ ୧୬ ତାରିଖ ମଧ୍ୟରେ ନିର୍ବାଚନ ଅଧିକାରୀଙ୍କ ପାଖରେ ଦାବି ଓ ଆପତ୍ତିର ଫଇସଲା | ୧୮ ତାରିଖରେ ନିର୍ବାଚନ ଅଧିକାରୀଙ୍କ ପାଖରେ ଦାବି ଓ ଆପତ୍ତିର ତଦନ୍ତ ଓ ଫଇସଲା | ୨୮ ତାରିଖ ସୁଦ୍ଧା ରାଜ୍ୟ ନିର୍ବାଚନ କମିଶନଙ୍କୁ ଭୋଟର ତାଲିକା ପ୍ରଦାନ
- ସ୍କୁଲ ଖୋଲିବା ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା | କୋରୋନା କଟକଣା ଭିତରେ ସ୍କୁଲ ଖୋଲିବାକୁ ଆବେଦନ | ୨ ମାସ ମଧ୍ୟରେ ନିଷ୍ପତ୍ତି ନେବାକୁ ସରକାରଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ |