ପୌର ନିର୍ବାଚନ ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି | ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ, ମହାନଗର ନିଗମରେ କାଉନସିଲର, କର୍ପୋରେଟର, ପୌରାଧ୍ୟକ୍ଷ ଓ ମେୟର ପାଇଁ ବି ବିଜ୍ଞପ୍ତି। ବିଜ୍ଞପ୍ତି ଜରିଆରେ ରାଜ୍ୟ ନିର୍ବାଚନ କମିଶନଙ୍କୁ ଜଣାଇଲେ ସରକାର | ୪୮ ପୌର ପରିଷଦ, ୫୯ ବିଜ୍ଞାପିତ ଅଞ୍ଚଳ ପରିଷଦ, ୩ ମହାନଗରରେ ହେବ ମତଦାନ |

Leave a Reply

Your email address will not be published. Required fields are marked *