

- ସ୍ପର୍ଶକାତର ଜେଲ୍ ଉପରେ ନଜର ରଖିବ ଅତ୍ୟାଧୁନିକ ଡ୍ରୋନ; ଡ୍ରୋନ ମାଧ୍ୟମରେ ଜେଲ୍ ଅନ୍ତେବାସୀଙ୍କ ଉପରେ ନଜର ରଖାଯିବ; ଜେଲରେ ଅପରାଧୀଙ୍କ ଗତିବିଧିକୁ ନିରୀକ୍ଷଣ କରିବ ଡ୍ରୋନ; ଏଥତ୍ପାଇଁ ୨୨ରୁ ୨୩ଟି ଡ୍ରୋନ ଅଣାଯିବାକୁ ଯୋଜନା; ଜେଲ୍ ବିଭାଗ ଡିଜି ସନ୍ତୋଷ ଉପାଧ୍ୟାୟଙ୍କ ସୂଚନା
- ଆସନ୍ତାକାଲି ସକାଳ ସୁଦ୍ଧା ୪ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ୪ ଜିଲ୍ଲା- ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଅନ୍ୟ ୧୫ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା, ୟେଲୋ ୱାର୍ଣ୍ଣିଂ ଜାରି