ଆଇଏଏସ୍ ସ୍ତରରେ ଅଦଳବଦଳ: ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଓଏଫଡିସି ଅଧ୍ୟକ୍ଷ ନିଯୁକ୍ତ । ସେପ୍ଟେମ୍ବର ୧୪ରୁ ଅକ୍ଟୋବର ୧୫ ଯାଏ ବ୍ୟକ୍ତିଗତ କାରଣ ଦର୍ଶାଇ ଛୁଟିରେ ଥିଲେ ସେ । ଆଜି କାର୍ଯ୍ୟରେ ଯୋଗଦାନ କରିବା ପରେ ପ୍ରକାଶ ପାଇଛି ବଦଳି ନିର୍ଦ୍ଦେଶ ।

Leave a Reply

Your email address will not be published. Required fields are marked *