Fast News ମଧ୍ୟପ୍ରଦେଶରେ ବାୟୁସେନାର ମିରାଜ ବିମାନ ଦୁର୍ଘଟଣାଗ୍ରସ୍ତ February 6, 2025February 6, 2025 Sai Sudha 0 Comments ଗୁରୁବାର ମଧ୍ୟପ୍ରଦେଶର ଶିବପୁରୀରେ ଭାରତୀୟ ବାୟୁସେନାର ମିରାଜ ୨୦୦୦ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଘଟଣାରେ ଲଢୁଆ ବିମାନର ଉଭୟ ପାଇଲଟ ଆହତ ହୋଇଥିବା ସୂଚନା ମିଳିଛି ।