ଏୟାର ମାର୍ଶାଲ ଅମର ପ୍ରୀତ୍ ସିଂ ହେବେ ନୂଆ ବାୟୁସେନା ମୁଖ୍ୟ |

ଏୟାର ମାର୍ଶାଲ ଅମର ପ୍ରୀତ୍ ସିଂ ହେବେ ନୂଆ ବାୟୁସେନା ମୁଖ୍ୟ | ଏବେ ଅମର ପ୍ରୀତ୍ ବାୟୁସେନାର ଉପମୁଖ୍ୟ ଭାବେ କାର୍ଯ୍ୟରତ | ଆସନ୍ତା ୩୦ରେ ଦାୟିତ୍ବ ଗ୍ରହଣ କରିବେ ଅମର ପ୍ରୀତ | ୩୦ରେ ଅବସର ନେବେ ବାୟୁସେନା ମୁଖ୍ୟ ଭିଆର ଚୌଧୁରୀ |

Leave a Reply

Your email address will not be published. Required fields are marked *