୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ କଟକ ଜିଲ୍ଲା ନରସିଂହପୁର ଥାନା IIC ଅଲେଖ କୁମାର ଗରଡ଼ିଆ, ଏକ ମାମଲାର ରଫାଦଫା ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଲେ, IICଙ୍କ ଥାନା ଅଫିସ୍, ସରକାରୀ ବାସଭବନ ଓ ଯୁଯୁମରା ଘରେ ଭିଜିଲାନ୍ସ ରେଡ୍ |

Leave a Reply

Your email address will not be published. Required fields are marked *