ରାଜ୍ୟରେ ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ । ଓଡ଼ିଶାରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି

ରାଜ୍ୟରେ ଗତ ୨୧ ତାରିଖରେ ପ୍ରଥମ ଓ ୨୬ ରେ ୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ | ଓମିକ୍ରନ ମୁକାବିଲା ପାଇଁ ୮ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କ ଚିଠି | ଦିଲ୍ଲୀ, ହରିୟାଣା, ତାମିଲନାଡ଼ୁ, ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ଗୁଜରାଟ, କର୍ଣ୍ଣାଟକ, ଏବଂ ଝାଡ଼ଖଣ୍ଡ ସରକାରଙ୍କୁ ଚିଠି ।

Leave a Reply

Your email address will not be published. Required fields are marked *