

- ବ୍ରହ୍ମପୁର : ଜରଡ଼ା ଥାନା ସାମନ୍ତରାପୁର ଗାଁ ପାଖ ଆମ୍ବତୋଟାରେ ଯୁବକ, ଯୁବତୀଙ୍କ ଝୁଲନ୍ତା ମୃତଦେହ ଗଛରୁ ଉଦ୍ଧାର | ଦୁଇ ଜଣଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିବା ପରେ ପୁଲିସର ତଦନ୍ତ ଜାରି |
- ଲାଞ୍ଚ ନେବା ଅଭିଯୋଗରେ ସ୍ବାସ୍ଥ୍ୟ ମନ୍ତ୍ରୀ ବିଜୟ ସିଙ୍ଗଲାଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ୍