ଅର୍ଚ୍ଚନା ନାଗଙ୍କୁ ମିଳିଲା ହାଇକୋର୍ଟରୁ ଜାମିନ। ଖଣ୍ଡଗିରି ଥାନାରେ ହୋଇଥିବା ମାମଲାରେ ମିଳିଲା ଜାମିନ। କିନ୍ତୁ ଇଡି ମାମଲାରେ ଜାମିନ ମିଳି ନ ଥିବାରୁ ଏବେ ବି ଜେଲରେ ରହିବେ ଅର୍ଚ୍ଚନା।

Leave a Reply

Your email address will not be published. Required fields are marked *