

- ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ | ମାମଲାର ଗମ୍ଭୀରତାକୁ ଦୃଷ୍ଟିରେ ରଖି କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ । ଏକାଧିକ ଜିଲ୍ଲାରେ ଅପରାଧ ଲିଙ୍କ୍ ଥିବାରୁ କ୍ରାଇମବ୍ରାଞ୍ଚ ତଦନ୍ତ ସହଜ ହେବ | ପୋଲିସ ଡିଜିଙ୍କ ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚ ଏଡିଜି ସଂଜୀବ ପଣ୍ଡା ଦେଲେ ସୂଚନା |
- ମାର୍ଚ୍ଚ ୨୮ରୁ ରାଜ୍ୟରେ ଖୋଲିବ ସବୁ ଅଙ୍ଗନବାଡ଼ି କେନ୍ଦ୍ର