ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ । ଆସନ୍ତା ୧୩ ତାରିଖରୁ ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ । ୧୩ ତାରିଖରେ ବିଭାଗୀୟ ଷ୍ଟାଣ୍ଡିଂ କମିଟିଗୁଡ଼ିକର ରିପୋର୍ଟ ଗୃହରେ ଉପସ୍ଥାପନ ହେବ ।
ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ । ଆସନ୍ତା ୧୩ ତାରିଖରୁ ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ ।
Read more