

- SCB ପିଜି ଛାତ୍ରଛାତ୍ରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ନିଟ୍ ପିଜି କାଉନସେଲିଂର ଅହେତୁକ ବିଳମ୍ବ ପ୍ରତିବାଦରେ ଆନ୍ଦୋଳନ| କାର୍ଯ୍ୟବନ୍ଦ କରି ଶ୍ରୀରାମଚନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତି ତଳେ ଧାରଣାରେ ବସିଲେ| କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ SCBରେ ରୋଗୀ ସେବା ବ୍ୟାହତ |
- ରାଜ୍ୟରେ ଆଉ ୨ ଜଣ ଓମିକ୍ରନ ସଂକ୍ରମିତ ଚିହ୍ନଟ ନେଇ ILS ସ୍ବାସ୍ଥ୍ୟ ବିଭାଗକୁ ଜଣାଇଥିବା ସୂଚନା । ଓଡ଼ିଶାରେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୪କୁ ବୃଦ୍ଧି ହୋଇଥିବା ସୂଚନା |