Fast News ବର୍ଷା ଛାଡ଼ିବେ ଅନୁଭବଙ୍କ ଘର । ପୈତୃକ ଘର ଛାଡ଼ିବାକୁ ଆବେଦନ କରିଥିଲେ ଅନୁଭବ । ବାପା, ମାଆ ଅସୁସ୍ଥ ଥିବାରୁ ଘର ଛାଡ଼ିବାକୁ ଆବେଦନ କରିଥିଲେ ।ଅନୁଭବଙ୍କ ପିଟିସନକୁ ଗ୍ରହଣ କଲେ SDJM କୋର୍ଟ । ବର୍ଷାଙ୍କୁ ମାସକୁ 30ହଜାର ଟଙ୍କା ଦେବାକୁ ଅନୁଭବଙ୍କୁ ନିର୍ଦ୍ଦେଶ । June 2, 2022June 2, 2022 admin 0 Comments ବର୍ଷା ଛାଡ଼ିବେ ଅନୁଭବଙ୍କ ଘର । ପୈତୃକ ଘର ଛାଡ଼ିବାକୁ ଆବେଦନ କରିଥିଲେ ଅନୁଭବ । ବାପା, ମାଆ ଅସୁସ୍ଥ ଥିବାରୁ ଘର ଛାଡ଼ିବାକୁ ଆବେଦନ କରିଥିଲେ ।ଅନୁଭବଙ୍କ ପିଟିସନକୁ ଗ୍ରହଣ କଲେ SDJM କୋର୍ଟ । ବର୍ଷାଙ୍କୁ ମାସକୁ 30ହଜାର ଟଙ୍କା ଦେବାକୁ ଅନୁଭବଙ୍କୁ ନିର୍ଦ୍ଦେଶ ।