ବର୍ଷା ଛାଡ଼ିବେ ଅନୁଭବଙ୍କ ଘର । ପୈତୃକ ଘର ଛାଡ଼ିବାକୁ ଆବେଦନ କରିଥିଲେ ଅନୁଭବ । ବାପା, ମାଆ ଅସୁସ୍ଥ ଥିବାରୁ ଘର ଛାଡ଼ିବାକୁ ଆବେଦନ କରିଥିଲେ ।ଅନୁଭବଙ୍କ ପିଟିସନକୁ ଗ୍ରହଣ କଲେ SDJM କୋର୍ଟ । ବର୍ଷାଙ୍କୁ ମାସକୁ 30ହଜାର ଟଙ୍କା ଦେବାକୁ ଅନୁଭବଙ୍କୁ ନିର୍ଦ୍ଦେଶ ।

Leave a Reply

Your email address will not be published. Required fields are marked *