

- କ୍ରିପ୍ଟୋ ଇନଭେଷ୍ଟମେଣ୍ଟ ନାଁରେ ହଜାରେ କୋଟି ଟଙ୍କାର ଠକେଇ ଘଟଣାରେ ଭୁବନେଶ୍ୱରରୁ ଅଭିଯୁକ୍ତ ରତ୍ନାକର ପଲାଇକୁ ଗିରଫ କଲା EOW
- ଆସନ୍ତା ୧୮ ତାରିଖରେ ୩୧୪ ବ୍ଲକ ଘେରିବ କଂଗ୍ରେସ; ୯ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ, ନିଯୁକ୍ତି, ପିସି କାରବାର ଓ ବିଦ୍ୟୁତ କାଟ୍ ବନ୍ଦ ସମେତ ୯ ଦଫା ଦାବି, ପ୍ରେସ୍ମିଟରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସୂଚନା |