କୁମ୍ଭୀର ଗଣନା ପାଇଁ କାଲିଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା

କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା। ଆସନ୍ତାକାଲିଠାରୁ ୧୩ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ। କୁମ୍ଭୀର ଗଣନା ପାଇଁ ସ୍ଥାୟୀ ଓ ଅସ୍ଥାୟୀ କର୍ମଚାରୀଙ୍କୁ ନିୟୋଜିତ କରାଯିବ। ଏମାନେ ବିଭିନ୍ନ ଗ୍ରୁପରେ କୁମ୍ଭୀର ଗଣନା କରିବେ। ଏଥିପାଇଁ ବୋଟ୍ ଚଳାଚଳ ଉପରେ କଟକଣା ଲଗାଯାଇଛି ।

Leave a Reply

Your email address will not be published. Required fields are marked *