ଆଜି ସକାଳ ୮ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୩୨.୮ ଡ଼ିଗ୍ରି ତାପମାତ୍ରା ରେକର୍ଡ

୧୮ ତାରିଖ ଯାଏ ଜାରି ରହିବ ହିଟ୍ ୱେଭ | ଆଭ୍ୟନ୍ତରୀଣ ଓଡ଼ିଶାରେ ହିଟ୍ ୱେଭ ସ୍ଥିତି ଜାରି ରହିବ, ୮ ଜିଲ୍ଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ , ସୋନପୁର, ଅନୁଗୁଳ, ଦେବଗଡ଼ ଓ ବଲାଙ୍ଗିରକୁ ସତର୍କତା | ହିଟ୍ ୱେଭ୍ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି |

Leave a Reply

Your email address will not be published. Required fields are marked *