ଆସନ୍ତା ୯ ତାରିଖରେ ଓଡ଼ିଶା ଆସିବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର । ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ନୀତୀଶ କୁମାର । ବିଜେଡି ପକ୍ଷରୁ ସୂଚନା । ଅପରାହ୍ନ ୧୨ରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ।

Leave a Reply

Your email address will not be published. Required fields are marked *