

- ଭିଜିଲାନ୍ସ ଜାଲରେ କଳାହାଣ୍ଡି ଥୁଆମୂଳ ରାମପୁର ମାର୍କେଟିଂ ଇନ୍ସପେକ୍ଟର ସୁଶାନ୍ତ ମଲ୍ଲିକ | ଜଣେ ବ୍ୟକ୍ତିଙ୍କଠାରୁ ୧୪ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଛନ୍ତି ସୁଶାନ୍ତ | ବ୍ଲକ କାର୍ଯ୍ୟାଳୟରେ ଲାଞ୍ଚ ନେବୋବେଳେ ମାଡ଼ିବସିଲା ଭିଜିଲାନସ୍ ଟିମ୍ |
- ରସାୟନ ବିଜ୍ଞାନ କ୍ଷେତ୍ରରେ ଉତ୍କୃଷ୍ଠତା ପାଇଁ ତିନି ଜଣ ବୈଜ୍ଞାନିକଙ୍କୁ ମିଳିବ ନୋବେଲ ପୁରସ୍କାର ; ମାଉଙ୍ଗି ଜି. ବାୱେନ୍ଦି, ଲୋଇସ୍ ଇ. ବ୍ରୁସ ଏବଂ ଆଲେକ୍ସି ଏଲ. ଏକିମୋଭ