ବିଜେଡିର ବରିଷ୍ଠ ଉପସଭାପତି ଏବଂ ମନ୍ତ୍ରୀଙ୍କୁ କଂଗ୍ରେସ ବିଧାୟକ ଏବଂ ପିସିସି ସଭାପତିଙ୍କୁ ଭେଟିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ସିପିଆଇଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ମଧ୍ୟ ଭେଟିବେ ଦଳର ନେତା । ଦଳମତ ନିର୍ବିଶେଷରେ ଦ୍ରୈପଦୀ ମୁର୍ମୁଙ୍କୁ ସମସ୍ତେ ଭୋଟ ଦେବାନେଇ ବିଜେଡିର ଉଦ୍ୟମ।

Leave a Reply

Your email address will not be published. Required fields are marked *