ବିଜେଡି ସାଂସଦ ସସ୍ମିତ ପାତ୍ରଙ୍କୁ ନୂଆ ଦାୟିତ୍ବ । କୋଇଲା ଓ ଖଣି ମନ୍ତ୍ରାଳୟର ସଂସଦୀୟ ପରାମର୍ଶଦାତା କିମିଟିର ସଦସ୍ୟ ଭାବେ ସସ୍ମିତଙ୍କୁ ନିଯୁକ୍ତି । ପୂର୍ବରୁ ଆଇନ ମନ୍ତ୍ରାଳୟର ପରାମର୍ଶଦାତା କିମିଟିରେ ଥିଲେ ସସ୍ମିତ |

Leave a Reply

Your email address will not be published. Required fields are marked *