ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା

ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା । ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ । ବ୍ରହ୍ମପୁରରେ ସାଧାରଣ ସଭାକୁ ସମ୍ବୋଧିତ କରିବେ । ବ୍ରହ୍ମପୁରରୁ କାର୍ଯ୍ୟକ୍ରମ ସରିବା ପରେ ନବରଙ୍ଗପୁର ଯାଇ କାର୍ଯ୍ୟକର୍ତ୍ତାଙ୍କୁ ଭେଟିବେ । ଏନେଇ ସୂଚନା ଦେଇଛନ୍ତି ବିଜେପି ନେତା ସମୀର ମହାନ୍ତି |

Leave a Reply

Your email address will not be published. Required fields are marked *