Politics ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ନୀତିନ ନବୀନଙ୍କୁ ଭେଟିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ January 8, 2026January 8, 2026 Jayaprada samantaray 0 Comments ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ନୀତିନ ନବୀନଙ୍କୁ ଭେଟିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଏହି ଅବସରରେ ରାଜ୍ୟର ବିକାଶ ସମେତ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି ମନମୋହନ।